ପୋଲିସ୍ ଗୁଳିରେ ଅପରାଧୀ ଚକରା ଆହାତ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର। ଖଣ୍ଡଗିରି ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ଏନକାଉଣ୍ଟର । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ ଗୁରୁତର । ଚକରାକୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି ।…