ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା!
ଭୁବନେଶ୍ୱର : ଆସନ୍ତା ୧୧ ତାରିଖରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ୭ରେ ଲଘୁଚାପ ସୃଷ୍ଟି ପରେ ୯ରେ ଅବପାତ ଓ ୧୧ରେ ବାତ୍ୟାରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।
ପ୍ରଫେସର ପଶୁପାଳକ କହିଛନ୍ତି, ଆସନ୍ତା…