ବଦଳିଲା +୨ ସିଲାବସ ପରୀକ୍ଷା ପ୍ରଣାଳୀ
ବଦଳିଲା +୨ ସିଲାବସ ପରୀକ୍ଷା ପ୍ରଣାଳୀ। ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ ଦିଆଯାଇଛି। ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲବସ ଅନୁଯାୟୀ ହେବ। CBSE ବାଦ ଦେଇଥିବା ଅଧ୍ୟାୟକୁ ଆଧାର କରି ଉଚ୍ଚ ମାଧ୍ୟମିକ ଶିକ୍ଷା…