ସୋମବାର ଠାରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଜଗନ୍ନାଥ ଦର୍ଶନ ବନ୍ଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୋମବାର ଠାରୁ ବନ୍ଦ ରହିବ ଶ୍ରୀମନ୍ଦିର । ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତ ଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ସଂକ୍ରମଣ ବଢ଼ୁଥିବାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ଛତିଶା ନିଯୋଗ ଏବଂ ଶ୍ରୀମନ୍ଦିର ପ୍ରଶାସନ ମିଳିତ ବୈଠକରେ ନିଷ୍ପତ୍ତି…