Browsing Tag

Chief Minister approves Rs 296.50 crore sanction for 2 river basin projects in Balangir

ବଲାଙ୍ଗୀରରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୨୯୬.୫୦ କୋଟି ଟଙ୍କା ମଞ୍ଜୁର

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ଦୁଇଟି ହେଉଛି - ସୁନଗଡ…