ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡ଼ିଶାର ଗୋଲ୍ଡେନ୍ ଜିମ୍ନାଷ୍ଟ ପ୍ରଣତି ନାୟକଙ୍କୁ ୨୩ଲକ୍ଷ ଟଙ୍କାର…
ଭୁବନେଶ୍ଵର(ଓଡିଶା ଫାଷ୍ଟ ବ୍ୟୁରୋ): ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିମ୍ନାଷ୍ଟିକ୍ସର ଉଜ୍ଜ୍ୱଳ ତାରକା ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି।
କ୍ରୀଡ଼ାରେ ତାଙ୍କର ଦକ୍ଷତାକୁ…