ହରିଶ୍ଚନ୍ଦ୍ର ସହାୟତା ରାଶିରେ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦କୋଟି ଟଙ୍କା…
ଭୁବନେଶ୍ବର(ଓଡିଶ ଫାଷ୍ଟ ବ୍ୟୁରୋ): ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା । ଏହି ଯୋଜନାରେ ଅନ୍ତେଷ୍ଟି ପାଇଁ ଗ୍ରାମାଞ୍ଚଳରେ…