ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ପରଲୋକକୁ ନେଇ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଏହି ଘଟଣାକୁ ଦୁର୍ଭାଗ୍ୟଜନକ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ମୁଁ ନବ ଦାସଙ୍କ ନିଧନରେ ହତବାକ ଓ ଦୁଃଖିତ ।
ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତର ମାନେ ସମସ୍ତ ବ୍ୟବସ୍ଥା କରିଥିଲେ ।…