ବିଜୁ ଜନତା ଦଳ ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବୋଧନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସବୁପିଲା ଆମ ପରିବାରର। ଏ କଷ୍ଟ ସମୟରେ ଆପଣ ସେମାନଙ୍କ ସାଥିରେ ରୁହନ୍ତୁ ପିଲାମାନେ ଯେପରି ଭଲରେ ପରୀକ୍ଷା ଦେବେ ସେଥିପାଇଁ ସହଯୋଗ କରନ୍ତ।
ଆପଣମାନେ ଜାଣନ୍ତି,କରୋନା ସଂକ୍ରମଣରେ ଭାରତ ଆଜି ସାରା ବିଶ୍ବରେ ସବୁଠାରୁ ଉପରେ ଅଛି। ଆମ ଦେଶରେ ପ୍ରତି ଦୁଇ ଦିନରେ ଏକ…