ପୁରୀ ଜିଲ୍ଲାରେ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ଖର୍ଚ୍ଚ ହେବ ୧୪ କୋଟି ଟଙ୍କା
ପୁରୀ ଜିଲ୍ଲାରେ ନିର୍ମାଣ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ । ବ୍ରହ୍ମଗିରି, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ଏସବୁ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୧୪ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜନଶୁଣାଣି ପରେ…