ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଆଦିବାସୀଙ୍କ ପ୍ରତି ତାତ୍ସଲ୍ୟ: ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): ରାଜ୍ୟ ସମୁଦାୟ ଜନସଂଖ୍ୟାର ୨୩ ପ୍ରତିଶତ ହେଉଛନ୍ତି ଜନଜାତି ସଂପ୍ରଦାୟର । ଜନଜାତିଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ବହୁ କଲ୍ୟାଣକାରୀ ଯୋଜନା ରହିଛି । ରାଜ୍ୟରେ ଜନଜାତିଙ୍କ ସମସ୍ୟାର ସମାଧାନ ଏବଂ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ଟ୍ରାଇବାଲ…