Browsing Tag

chief secretary

ମୁଖ୍ୟ ଶାସନ ସଚିବଙ୍କ ରାଉରକେଲା ଗସ୍ତ

ରାଉରକେଲା(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଉରକେଲାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ୨୦୨୩ରେ ଖେଳା ଯିବାକୁ ଥିବା ପୁରୁଷ ବିଶ୍ୱକପ ହକି ଲାଗି ସମୀକ୍ଷା…

ବାତ୍ୟାକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର : ବାତ୍ୟା ସମ୍ପର୍କରେ ଏ ଯାଏ ଜଣାପଡିନି କେଉଁ ଆଡ଼କୁ ଯିବ। ହେଲେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି । ଜିଲ୍ଲାପାଳମାନଙ୍କୁ ଆଲର୍ଟ କରିକି ରଖିଛୁ। ୩ ଦିନରେ ତା ଦିଗ ଜଣାପଡ଼ିବ। ସେହି ଅନୁସାରେ ଆମେ ପଦକ୍ଷେପ ନେବୁ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର…

ଗଜପତି ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ୫ଟି ସଚିବ ଭି.କେ.ପାଣ୍ଡିଆନ

ଗଜପତି (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗଜପତି ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ.ପାଣ୍ଡିଆନ ଓ ଜଳସମ୍ପଦ ସଚିବ ଅନୁ ଗର୍ଗ । ଗଜପତି ଜିଲ୍ଲା ଗସ୍ତ କରି ଛେଳିଗଡ ଜଳସେଚନ (ଜଳବିଦ୍ୟୁତ)ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିବା ସହ ଟନେଲ କାମ…

ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ଚିତ୍ରକୋଣ୍ଡା ଓ ସ୍ୱାଭିମାନ୍‌ ଅଞ୍ଚଳ ପରିଦର୍ଶନ

ମାଲକାନଗିରି : ସ୍ୱାଭିମାନ୍ ଅ଼ଞ୍ଚଳରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର। ଆଜି ଚିତ୍ରକୋଣ୍ଡା ଓ ସ୍ୱାଭିମାନ୍ ଅଞ୍ଚଳ ପରିଦର୍ଶନ କରିଛନ୍ତି । ପେପରମେଟାଲରେ ପହଞ୍ଚି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସ୍ୱାଭିମାନ୍ ଅ଼ଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ପ୍ୟାକେଜ୍…

ରାଜ୍ୟରେ ଜୁନ ୧୭ ଯାଏଁ ବଢିଲା ଲକ୍‌ଡାଉନ୍

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ବଢ଼ିଲା ଲକଡାଉନ। ଜୁନ ୧ ସକାଳ ୫ଟାରେ ସରୁଥିବା ଲକ୍‌ଡାଉନ୍‌ ଅବଧି ଜୁନ ୧୭ ସକାଳ ୫ଟା ଯାଏଁ ବଢାଯାଇଛି। ଏଥିସହ ସପ୍ତାହାନ୍ତ ସଟ୍‌ଡାଉନ୍‌ ଜାରି ରହିବ। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ବିଜ୍ଞପ୍ତି…

କଞ୍ଚାମାଲ ସମସ୍ୟାକୁ ନେଇ ମୂଖ୍ୟ ଶାସନ ସଚିବଙ୍କୁ ଭେଟିଲେ ନବୀନ ଜିନ୍ଦଲ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲୁହାପଥରର ମୂଲ୍ୟ ଓ ପରିବହନ ଦରର କ୍ରମାଗତ ବୃଦ୍ଧିକୁ ନିୟନ୍ତ୍ରଣ କରିବା ନିମନ୍ତେ ତୁରନ୍ତ ପଦକ୍ଷେପ ନେବାକୁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ସରକାରଙ୍କୁ ଅନୁରୋଧ କରିଛନ୍ତି । ଆନ୍ତର୍ଜାତୀୟ ବଜାରରେ ଲୁହାପଥର ମୂଲ୍ୟ କମୁଥିବା…