Browsing Tag

cm

୨୪ ସୁଦ୍ଧା ପୁରୀରେ ପଞ୍ଚତାରକା ହୋଟେଲ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ପ୍ରତିଷ୍ଠିତ ହୋଟେଲ ସଂସ୍ଥା ସ୍ୱସ୍ତି ଗ୍ରୁପ ପକ୍ଷରୁ ପୁରୀରେ ନିର୍ମାଣ କରାଯିବ ପଞ୍ଚତାରକା ହୋଟେଲ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ଆଜି ଶିଳାନ୍ୟାସ କରିଛନ୍ତି । ସ୍ୱସ୍ତି ପ୍ରିମୟମ ବିଚ ରିସୋର୍ଟ ନାମରେ ହେବାକୁ ଥିବା ଏହି ହୋଟେଲରେ…

୪୦୯ କୋଟି ଟଙ୍କାର ୨ ପ୍ରକଳ୍ପର ଉଦଘାଟନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନ କ୍ଷେତ୍ରରେ ନୂଆ ଅଧ୍ୟାୟ । ୨୩ ଶହ ୫୯ ଦଶମିକ ୨୯ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୦୯ କୋଟି ଟଙ୍କାର ୨ ପ୍ରକଳ୍ପର ଉଦଘାଟନ ସହ ୧୯ ଶହ ୫୦ଦଶମିକ ୨୬କୋଟି ଟଙ୍କା ମୂଲ୍ୟ ପ୍ରକଳ୍ପର…

କଟକରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଟକରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘରେ ଘରେ ପହଞ୍ଚିଲା ୨୪ ଘଣ୍ଟିଆ ପିଇବା ପାଣି ସୁବିଧା । ଏହାଦ୍ବାରା ସହରର ୧ ଲକ୍ଷ ୪୦ ହଜାର ପରିବାର ଉପକୃତ ହୋଇଛନ୍ତି । ଏହି ପ୍ରକଳ୍ପ ପାଇଁ ୭୯୦କୋଟି ଟଙ୍କା ଖର୍ଚ୍ଚ…

ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ୍ ପ୍ରତିଷ୍ଠାନର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫେରେନ୍‌ସିଂ ଜରିଆରେ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍‌ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି । ୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର,…

ସରକାରୀ, ବେସରକାରୀ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।…

ରାଜ୍ୟରେ ବଢୁଛି ଓମିକ୍ରନ୍ ସଂକ୍ରମଣ, ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଓମିକ୍ରନ୍ ସ୍ଥିତି ନେଇ ସମୀକ୍ଷା କରିବେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୫ଟାରେ ବସିବ ସମୀକ୍ଷା ବୈଠକ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖମନ୍ତ୍ରୀ ସମୀକ୍ଷା କରିବେ । ମୁଖ୍ୟ ଶାସନ ସଚିବଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ଉପସ୍ଥିତ ରହିବେ ।…

୫ ଦିନରେ ପଞ୍ଜିକରଣ କଲେଣି ୨୦୦୫ ଜଣ ବିଦ୍ୟାର୍ଥୀ ଓ ୮୨୬ ଜଣ କୋଚ୍

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରତିବର୍ଷ ପରି ଚଳିତ ବର୍ଷ ଲାଗି କ୍ରୀଡ଼ା ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ କରାଯାଇଛି । ଯେଉଁଥିରେ ଯୁବବର୍ଗଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଦେଖିବାକୁ ମିଳିଛି । ୨୯ ଡିସେମ୍ବର ୨୦୨୧ରୁ ଆରମ୍ଭ ହୋଇଥିବା କ୍ରୀଡ଼ା…

ମୁମ୍ୱାଇରେ ଫିକା ପଡ଼ିବ ନୂଆବର୍ଷ, ସନ୍ଧ୍ୟା ୫ରୁ ସକାଳ ୫ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଲାଗିଲା କଟକଣା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ମହାରାଷ୍ଟ୍ରର କରୋନା ମାମଲା ବୃଦ୍ଧି ପାଉଥିବାରୁ ସ୍ଥିତି ଚିନ୍ତାଜନକ ରହିଛି। ପରିସ୍ଥିତିକୁ ନଜରରେ ରଖି ମୁମ୍ବାଇ ପୋଲିସ ଶୁକ୍ରବାର ସ୍ବତନ୍ତ୍ର ଗାଇଡଲାଇନ୍…

ଜିଲ୍ଲାପାଳଙ୍କୁ ଏପରି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଓଡିଶାରେ ମିଶନାରିଜ୍ ଅଫ ଚାରିଟୀ ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମ ମାନଙ୍କରେ ଥିବା ଅନ୍ତେବାସୀମାନେ ଯେପରି କୌଣସି ସମସ୍ୟା ବିଶେଷ କରି ଖାଦ୍ୟ ନିରାପତ୍ତା ତଥା ସ୍ବାସ୍ଥ୍ୟ ସଂପର୍କୀତ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ…

ଓସିଏସ୍‌ଙ୍କ ଓରିଏଣ୍ଟେସନ୍‌ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ: ସାଧାରଣ ଜନତାଙ୍କୁ କେବେ ଅଣଦେଖା ନକରିବାକୁ ପରାମର୍ଶ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବାରେ ନିଯୁକ୍ତି ପାଇଲେ ୧୫୩ ଅଫିସର । ଲୋକସେବା ଭବନରେ ଆୟୋଜିତ ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ଯୋଗ ଦେଇ ସେମାନଙ୍କୁ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଶାସନିକ ସେବା ହେଉଛି ଏକକ ସେବା । ଏହା କେବଳ ଏକ ବୃତ୍ତି ନୁହେଁ । ମାଆ,…