ମିଳିମିଶି ଗୋଟିଏ ଟିମ୍ ଭାବରେ କାମ କରିବାକୁ ହିଞ୍ଜିଳି, ଶେରଗଡର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ ବ୍ଲକ୍ର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦଳମତରୁ ଉର୍ଦ୍ଧ୍ବରେ ରହି ଲୋକଙ୍କ ସେବା…