କୋଟିଆ, ନେରାଡ଼ି ଏବଂ ପୋଲାଭରମ ନେଇ ନବୀନ ଓ ଜଗନଙ୍କ ଆଲୋଚନା
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୨ ରାଜ୍ୟ ଭିତରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି । ଲୋକସେବା ଭବନରେ ଆଲୋଚନା ପରେ ମିଳିତ ପ୍ରେସ୍ ବିବୃତ୍ତି ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୱାଇ.ଏସ୍ ଜଗନମୋହନ ରେଡ୍ଡୀ । ଜଳ ସମ୍ପଦ, ସୀମା ବିବାଦ,…