Browsing Tag

CM Naveen Pattnaik

ମୁଖ୍ୟମନ୍ତ୍ରୀ ଆସିଲେ ବସ୍ ଧର୍ମଘଟ ନିଷ୍ପତ୍ତି ହେବ : ମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁଲାଇ ୧ ତାରିଖରୁ ବସ ଧର୍ମଘଟ ନେଇ ସଂଘର ନିଷ୍ପତ୍ତି ଉପରେ ଏହି ବୈଠକରେ ଆଲୋଚନା ହୋଇଥିଲା । ତେବେ ଆଲୋଚନା ସମ୍ପର୍କରେ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି । ଏନେଇ ଘରୋଇ ବସ୍ ମାଲିକ ସଂଘ ଓ ପରିବହନ ମନ୍ତ୍ରୀଙ୍କ…

ରାଇମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ରାଇମୋହନ ପରିଡା ଆତ୍ମହତ୍ୟା ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ସେ ଟ୍ଵିଟ୍ କରି କହିଛନ୍ତି, ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ…

ନବୀନ ରୋମ୍‌ରେ ପ୍ରବାସୀ ଓଡିଆଙ୍କୁ ଭେଟିଲେ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋମର ହାର୍ସେଲର ହୋଟେଲରେ ପ୍ରବାସୀ ଓଡ଼ିଆଙ୍କ ସହ ସାକ୍ଷାତ କରିଛନ୍ତି । ପ୍ରବାସୀ ଓଡ଼ିଆଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ନବୀନ। ରାଜ୍ୟ ପ୍ରଗତିରେ କିପରି ପ୍ରବାସୀ ଓଡିଆମାନେ ଭାଗୀଦାର ହୋଇପାରିବେ ସେ…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଟ୍ୱିଟ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ । ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ କରିଛନ୍ତି । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସମର୍ଥନ କରିବାକୁ ମଧ୍ୟ ଅପିଲ କରିଛନ୍ତି…

୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି। ଏହାସହିତ ପ୍ରତ୍ୟେକ…

ଆଜି ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯିବେ । ସେଠାରୁ ୨୦ ତାରିଖ ଅପରାହ୍ନରେ ଇଟାଲୀର ରୋମ୍ ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ରାଜନୀତିକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହା ଦ୍ୱିତୀୟ ବିଦେଶ ଗସ୍ତ ।ମୁଖ୍ୟମନ୍ତ୍ରୀ…

ଆଜି ଲୋକସେବା ଭବନରେ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ବର: ଲୋକସେବା ଭବନରେ ଆଜି ଅପରାହ୍ଣ ସାଢ଼େ ୫ଟାରେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପଞ୍ଚମପାଳିର ଦ୍ବିତୀୟ ଦଫାରେ ଶପଥ ନେଇଥିବା ନୂତନ ମନ୍ତ୍ରୀଗଣଙ୍କୁ ରାଜ୍ୟର ବିକାଶ ପାଇଁ ଗୁରୁମନ୍ତ୍ର…

ପହିଲି ରଜରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ପହିଲି ରଜ । ଚାରିଆଡେ ମାହୋଲ ଉତ୍ସବମୁଖର । ତେବେ ପହିଲି ରଜ ଅବସରରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ…

୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି । ପିଲାଙ୍କ ଭିତରେ ସେ ଭବିଷ୍ୟତ ଓଡିଶାର ଝଲକ…

୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ୱିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏହାଦ୍ୱାରା ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି । ପ୍ରଥମ…