Browsing Tag

cm naveen pattnik

ପିପିଲିରେ ଏକାଧିକ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପିପିଲିରେ ହେବାକୁ ଥିବା ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫ୍ରେନ୍ସିଂ ଜରିଆରେ ପିପିଲିବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ପିପିଲି ନିର୍ବାଚନ ମଣ୍ଡଳୀ ପାଇଁ ୪୧ କୋଟି ୨୫ ଲକ୍ଷର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ…

ସୁପ୍ରିମୋଙ୍କ ଆହ୍ୱାନ: ମହିଳାଙ୍କ ହକ୍ ପାଇଁ ଲଢ଼େଇ କରିବ ବିଜେଡି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡ଼ିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ମହିଳା କାର୍ଡ ଖେଳିଛନ୍ତି। ଏହାସହ ଜାତୀୟ ଦଳଗୁଡ଼ିକୁ ମଧ୍ୟ ଟାର୍ଗେଟ୍ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଆ’ମାନେ ସମାଜର ଚକ ଓ ଅଖ।…

୧୮ ମାସରେ ଅତ୍ୟାଧୁନିକ ରୂପନେବ ବରମୁଣ୍ଡା ବସ୍‌ ଟର୍ମିନାଲ: ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍‌ଷ୍ଟାଣ୍ଡ। ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍‌ ଚଳାଚଳ କରିଥାଏ। ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍‌ ଯୋଗେ ଯାଇଥାନ୍ତି । ତେଣୁ ଏହାକୁ ଅକ ଅତ୍ୟାଧୁନିକ ରୂପ…

ଦୁଇଦିନ ଭର୍ଚୁଆଲ ରାଲି କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତିର୍ତ୍ତୋଲ ଓ ବାଲେଶ୍ୱର ସଦର ବିଧାନସଭା ଉପ ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି । ତିନି ଦଳର ପ୍ରାର୍ଥୀଙ୍କ ପାଇଁ ନିଜ ନିଜ ଦଳର ନେତାମାନେ ପ୍ରଚାର କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ରାଲି ମାଧ୍ୟମରେ ପ୍ରଚାର ମୈଦାନକୁ…

ପୂଜାବେଳେ ସଂପୂର୍ଣ୍ଣ ସତର୍କ ରହିବାକୁ ନବୀନଙ୍କ ପରାମର୍ଶ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟର ସମୁଦାୟ ଟେଷ୍ଟିଂ ସଂଖ୍ୟା ୪୦ ଲକ୍ଷରୁ ଅଧିକ ଏବଂ ଆରୋଗ୍ୟଙ୍କ ସଂଖ୍ୟା ଅଢ଼େଇ ଲକ୍ଷରେ ପହଞ୍ଚିଛି । ତଥାପି ଆତ୍ମସନ୍ତୋଷ ହେବାର ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ କରାଇଛନ୍ତି। ବୁଧବାର ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ ପରିଚାଳନାର…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ମୋ ବିଦ୍ୟୁତ’ ଆପର ଲୋକାର୍ପଣ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏକ ଭିଡ଼ିଓ କନଫରେନ୍ସିଂ ଜରିଆରେ ବିଦ୍ୟୁତ ଉପଭୋକ୍ତା ସେବା ପୋର୍ଟାଲ୍ ‘ମୋ ବିଦ୍ୟୁତ’ ଓ ମୋବାଇଲ ଆପର ଲୋକାର୍ପଣ କରିଛନ୍ତି । ୫-ଟି ଅଧୀନରେ ଆରମ୍ଭ କରାଯାଇଥିବା ଏହି ଆପ ମାଧ୍ୟମରେ ବିଦ୍ୟୁତ୍ ଗ୍ରାହକମାନେ ଅନଲାଇନରେ ବିଭିନ୍ନ…

ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: କଟକ-ଖୋର୍ଦ୍ଧାରେ ରଣନୀତିକୁ ସୁଦୃଢ କର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍ ପରିସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ କୋଭିଡ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଥିଲେ ମଧ୍ୟ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବଢୁଥିବା ପଜିଟିଭ କେସ୍ ଦୃଷ୍ଟିରୁ ଏହି ଦୁଇ…

ବନ୍ୟା କ୍ଷତିଗ୍ରସ୍ତଙ୍କୁ ୫୦ କିଲୋ ଚାଉଳ, ୫୦୦ ଟଙ୍କା ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ। ସେଠାରୁ ଫେରିବା ପରେ ଏକ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ପରିସ୍ଥିତି, ରିଲିଫ ବଣ୍ଟନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ…

ଓଡିଶାରେ ପ୍ଲାଜମା ଚିକିତ୍ସା ଫଳରେ ଅଧିକ ଲୋକ ସୁସ୍ଥ ହେଉଛନ୍ତି – ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି। ଅଧିକରୁ ଅଧିକ କୋଭିଡ ରୋଗୀ ଏହି ଚିକିତ୍ସା ପଦ୍ଧତିରେ ସୁସ୍ଥ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ…

ଜେଇଇ ଏବଂ ନିଟ୍ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଜେଇଇ ଏବଂ ନିଟ୍ କୁ ସ୍ଥଗିତ ରଖିବାନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜେଇଇ ଏବଂ ନିଟକୁ ସ୍ଥଗିତ ରଖିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ରାଜ୍ୟର ଅନେକ…