Browsing Tag

cm naveen pattnik

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ପୂଜା ଛୁଟି ଯାଏ ସ୍କୁଲ, କଲେଜ ବନ୍ଦ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ରାଜ୍ୟରେ କୋଭିଡ ପରିସ୍ଥିତିକୁ ଦେଖି ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି । ବର୍ତ୍ତମାନ…

ଜୀବନ ସହିତ ଜୀବିକାକୁ ଗୁରୁତ୍ୱ ଦିଆଯାଇ ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯିବ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କୋଭିଡ ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢେଇ ସହିତ ଲୋକଙ୍କ ଜୀବିକା ମଧ୍ୟ ଗୁରୁତ୍ୱପୂର୍ଣ୍ଣ । ତେଣୁ ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡ଼କ, ସେତୁ, କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ…

ଆସନ୍ତା ସପ୍ତାହରେ କୋରାପୁଟରେ ପ୍ଲାଜମା ବ୍ୟାଙ୍କ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କୋଭିଡ ପରିସ୍ଥିତି ଓ ରଣନୀତି ସମ୍ପର୍କରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲ୍ଲାରେ ଅଞ୍ଚଳ ଭିତ୍ତିକ ରଣକୌଶଳ ଅବଲମ୍ବନ କରିବା ପାଇଁ ପରାମର୍ଶ…

ମିଶନ ଶକ୍ତିର ମା’ ମାନଙ୍କୁ ବିନା ସୁଧରେ ଋଣ ଯୋଗାଇଦେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଭୁବନେଶ୍ୱର ଓ କଟକରେ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆର ୨ଟି ଶାଖା ସହିତ ୨୮ ଜିଲ୍ଲାରେ ୨୮ଟି ଜିଲ୍ଲା ସେଲ୍ସ ହବ୍ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ମିଶନ…

୩ ଜଣଙ୍କୁ ମିଳିଲା ପ୍ରଥମ ସୁରଜ ସମ୍ମାନ, ଅଙ୍ଗଦାନ କରିଥିବା ବ୍ୟକ୍ତି ମରି ମଧ୍ୟ ଅମର: ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ୩ଜଣଙ୍କୁ ମରଣୋତ୍ତର ସୁରଜ ସମ୍ମାନରେ ସମ୍ମାନିତ କରିଛନ୍ତି। ୨୦୧୯ ଅକ୍ଟୋବରରେ ଗଞ୍ଜାମ ଭଞ୍ଜନଗରର ଜଣେ ଯୁବକ ‘ସୁରଜ’ ଗୁଜରାଟର ସୁରଟରେ ଏକ ଦୁର୍ଘଟଣାର ଶିକାର ହୋଇ ମସ୍ତିଷ୍କ ମୃତ୍ୟୁ ଅବସ୍ଥାରେ ଥିଲେ।…

ରାଜ୍ୟ କ୍ୟାବିନେଟ ବୈଠକ: ୨୦ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟର ବୈଠକରେ ୨୦ଟି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ବିଭିନ୍ନ ଆଇନ୍ରେ ସଂଶୋଧନ, ବୃହତ ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ ସହ ଅନ୍ୟକେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ପଶ୍ଚିମ ଓଡିଶା ପାଇଁ ରାଉରେକେଲା IGHରେ ହେବ ପ୍ଲାଜ୍‌ମା ବ୍ୟାଙ୍କ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାର କୋଭିଡ ପରିଚାଳନା ବ୍ୟବସ୍ଥା ସମୀକ୍ଷା କରି କୋଭିଡ ଯୁଦ୍ଧ ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। କୋଭିଡ ରୋଗର…

ଓଡ଼ିଶାରେ ଆରମ୍ଭ ହେଲା ପ୍ଲାଜମା ଥେରାପି; ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପି। କଟକସ୍ଥିତ ଏସସିବି କଲେଜ ହସ୍‌ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଅପରାହ୍ନ ପ୍ରାୟ ୫.୩୦ରେ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବ୍ୟବସ୍ଥାର…

ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କୁ ପ୍ଳାଜମା ଦାନ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜିଠାରୁ ରାଜ୍ୟରେ ଆରମ୍ଭ ହେଉଛି ପ୍ଳାଜମ୍‌ ଥେରାପି । ମହାମାରୀ କରୋନା ଦ୍ୱାରା ଆକ୍ରାନ୍ତ ଗୁରୁତର ରୋଗୀଙ୍କ ଚିକିତ୍ସା ଦିଗରେ ପ୍ଳାଜମା ଥେରାପି ବେଶ୍‌ ଫଳପ୍ରଦ ହେଉଥିବା ବେଳେ ଆଜିଠାରୁ ରାଜ୍ୟରେ ପ୍ଳାଜମା ଥେରାପି ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି ।…

୫-ଟି ଅଧୀନରେ ୮ଟି ଟେକ୍ନୋଲୋଜି ଚାଳିତ ସମାଧାନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ପାଇଁ ୫ଟି ପଦକ୍ଷେପ ଅଧୀନରେ ୮ଟି ଟେକ୍ନୋଲୋଜି ଚାଳିତ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ସେବା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି…