କରୋନା ମୁକାବିଲା: ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବୋଧନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମହାପ୍ରଭୁଙ୍କର ପବିତ୍ର ବାହୁଡା ଯାତ୍ରା ଅବସରରେ ଆପଣମାନଙ୍କୁ ଭେଟି ମୁଁ ବହୁତ ଖୁସି । ବର୍ତ୍ତମାନ ମାନବ ଜାତି ଏକ ଅଭୂତପୂର୍ବ ସଂକଟ ମଧ୍ୟ ଦେଇ ଗତି କରୁଛି। ଏହି ସଂକଟକୁ ସଫଳ ଭାବରେ ମୁକାବିଲା କରିବା ପାଇଁ ମହାପ୍ରଭୁ ଆମକୁ ଆଶିର୍ବାଦ ଦିଅନ୍ତୁ । ଏତିକି…