Browsing Tag

Cm news

ଜୀବନ ବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ; ସମ୍ବର୍ଦ୍ଧନା ପାଇଁ ବିଜେଡି ଆରମ୍ଭ କରିଦେଇଛି…

ଜୀବନ ବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବର୍ଦ୍ଧନା ପାଇଁ ବିଜେଡି ପକ୍ଷରୁ ଆରମ୍ଭ ହୋଇଯାଇଛି ବଡ଼ ପ୍ରସ୍ତୁତି । ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡସେନ ସୋସାଇଟି ପକ୍ଷରୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମରେ…

ଜଳ ସମ୍ପଦ ବିଭାଗରେ ଯୋଗ ଦେଲେ ୧୦୬ ଜଣ ଜୁନିଅର ଇଞ୍ଜିନିୟର; ଭର୍ଚୁଆଲ ଜରିଆରେ ଦିଗଦର୍ଶନ ଦେଲେ ମୁଖ୍ୟମନ୍ତ୍ରୀ

୧୦୬ ଜଣ ଜୁନିଅର ଇଞ୍ଜିନିୟର୍ (ମେକାନିକାଲ୍) ଆଜି ଜଳ ସମ୍ପଦ ବିଭାଗରେ ଯୋଗ ଦେଇଛନ୍ତି । ସମସ୍ତଙ୍କୁ ରାଜ୍ୟ କର୍ମଚାରୀ ଚୟନ ଆୟୋଗ ମାଧ୍ୟମରେ ନିଯୁକ୍ତି ଦିଆଯାଇଛି । ଏନେଇ ଆୟୋଜିତ ଏକ ଭର୍ଚୁଆଲ ପ୍ଲାଟଫର୍ମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତିପତ୍ର ଦେବା ସହ ନବ ନିଯୁକ୍ତ…

ଶିକ୍ଷକତାକୁ ଚାକିରୀ ନୁହେଁ, ଏକ ସଂକଳ୍ପ ଭାବେ ଗ୍ରହଣ କରି କାମ କରନ୍ତୁ: ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ । ତେଣୁ ଶିକ୍ଷକତାକୁ ଏକ ଚାକିରୀ ଭାବରେ ଗ୍ରହଣ ନ କରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କରନ୍ତୁ । ମୋର ବିଶ୍ବାସ, ମୋ ଓଡିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ…

ସରକାରୀ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶି ବୃଦ୍ଧି କରାଇଲେ ରାଜ୍ୟ ସରକାର

ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ…

ବଲାଙ୍ଗୀର-ସୋନପୁର ଦୁର୍ଘଟଣା; ୩ ଜଣଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରିବା ସହ ମୃତକମାନଙ୍କ ପାଇଁ ୨ଲକ୍ଷ ଟଙ୍କା…

ଭୁବନେଶ୍ୱର: ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ,98 କୋଟି ଟଙ୍କା ବ୍ୟୟରେ ଅଧିକ…

କମିଶନରେଟ୍‌ ପୋଲିସ ପାଇଁ ସ୍ବତନ୍ତ୍ର ଅପରାଧ ନିୟନ୍ତ୍ରଣ ଶାଖା ଖୋଲାଯିବ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବର-କଟକ କମିଶନରେଟ୍‌ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ନିମନ୍ତେ ଏହି ଦୁଇ ସହରାଞ୍ଚଳ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏଥିନିମନ୍ତେ ଆସିଥିବା ପ୍ରସ୍ତାବକୁ…