Browsing Tag

cm will visit floods area

ଆଜି ବନ୍ୟାଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବନ୍ୟାଂଚଳ ପରିଦର୍ଶନ କରିବେ। ବନ୍ୟାଂଚଳ ପରିଦର୍ଶନ ପରେ ସେ ଅଧିକାରୀଙ୍କ ସହିତ ବୈଠକ କରିବେ। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ରାଜ୍ୟରେ ବନ୍ୟା ସ୍ଥିତି ନେଇ ମଧ୍ୟ ସୂଚନା…