Browsing Tag

cm

ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା

ଭୁବନେଶ୍ୱର ୨୦।୧୨: ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଏହି ସେବା ଶୁଭାରମ୍ଭ କରିବେ । ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗଗପୁର, କଳାହାଣ୍ଡି ଏବଂ, ନୂଆପଡ଼ା…

ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ଇତିହାସ ଲେଖିବ ଓଡ଼ିଶା । ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ବିଏସକେୱାଇ ସ୍ମାର୍ଟ ହେଲ୍‌ଥ କାର୍ଡରେ ମାଗଣା ସ୍ୱାସ୍ଥ୍ୟସେବା ପରେ ନବୀନ ସରକାରଙ୍କ ଆଉ ଏକ ଯୁଗାନ୍ତକାରୀ ନିଷ୍ପତ୍ତି । ଆସନ୍ତାକାଲି ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ…

ରାଜ୍ୟରେ ଶାନ୍ତିପୂର୍ଣ୍ଣ ରହିଛି ଆଇନ ଶୃଙ୍ଖଳା ପରିସ୍ଥିତି: ମୁଖ୍ୟମନ୍ତ୍ରୀ

ମହାମାରୀ କାଳରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମୁକାବିଲା ସମୟରେ ୬୧ ଜଣ ପୋଲିସ କର୍ମଚାରୀଙ୍କୁ କରୋନା ଯୋଦ୍ଧା ଭାବେ ଜୀବନର ବଳିଦାନକୁ ଦେବାକୁ ପଡ଼ିଥିଲା । ଦିବଂଗତ ଆତ୍ମାର ସଦ୍‌ଗତି କାମନା କରିବା ସହ…

୬୧୩୧ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ନିଯୁକ୍ତି ପତ୍ର

୩୦ ଜିଲ୍ଲାର ୬୧୩୧ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଆଜି ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। କଟକ ଜିଲ୍ଲାରୁ ସର୍ବାଧିକ ୪୩୮ଜଣ ରହିଥିବା ବେଳେ ଗଞ୍ଜାମ ସୁନ୍ଦରଗଡ଼ର ୩୯୧ ଜଣ ଲେଖାଏଁ , ମୟୂରଭଞ୍ଜର ୩୮୨ , କେନ୍ଦୁଝରର ୩୫୬ , ବଲାଙ୍ଗୀରରୁ ୩୩୦ଜଣ ଶିକ୍ଷକ ନିଯୁକ୍ତିପତ୍ର ପାଇଛନ୍ତି। କେଉଁ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା

ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହୋଇଛି । ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି । ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ…

BSKYରେ ଯୋଡ଼ି ହେବ ନୟାଗଡ଼ ଓ ଜଗତସିଂହପୁର: ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ନୟାଗଡ଼ରେ ଲେଖାହେବ ବିକାଶର ନୂଆ କାହାଣୀ । ଉଇଁବ ସେବା ଆଉ ଉନ୍ନତିର ନୂଆ ସୂର୍ଯ୍ୟ । ଜିଲ୍ଲାବାସୀ ପାଇବେ ସ୍ୱାସ୍ଥ୍ୟ ସେବାର ମାଷ୍ଟର କି । ସକାଳ ୧୧ଟା ୩୦ରେ ଭର୍ଚୁଆଲରେ ବିଏସ୍‌କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ…

ମୋଦିଙ୍କୁ ନବୀନଙ୍କ ଚିଠି: ‘PMAYରେ ଫନି ପ୍ରଭାବିତଙ୍କୁ ତୁରନ୍ତୁ ମିଳୁ ବାସଗୃହ’

ଆବାସ ଯୋଜନା ନେଇ ପୁଣି ପ୍ରଧାନମନ୍ତ୍ରୀକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି ବାତ୍ୟାରେ କ୍ଷୟକ୍ଷତି ହୋଇଥିବା ଘରକୁ ନେଇ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତ୍ରର୍ଗତ ଓଡ଼ିଶାରେ ୧.୮୪ ଲକ୍ଷ ଘର ପ୍ରଭାବିତ ହୋଇଛି । ଏହା…

ଢେଙ୍କାନାଳ ଜିଲ୍ଲାର ୪୧ଟି ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ, ଭିଡିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କଲେ…

ହାଇସ୍କୁଲ ପିଲାମାନଙ୍କୁ ଗୁଣାତ୍ମକ ତଥା ନୂତନ ଜ୍ଞାନକୌଶଳ ସାଙ୍ଗକୁ ଶିକ୍ଷାର ଉନ୍ନତିକରଣ ମାଧ୍ୟମରେ ଶିକ୍ଷା ଦାନ ପାଇଁ ଓଡିଶା ସରକାରଙ୍କ ୫ଟି ଉପକ୍ରମରେ ସ୍କୁଲ ରୂପାନ୍ତରଣ ଆରମ୍ଭ ହୋଇଛି । ଆଜି ପ୍ରଥମ ପର୍ଯ୍ୟାୟରେ ଢେଙ୍କାନାଳ ଜିଲ୍ଲା ସମେତ ୬ଟି ଜିଲ୍ଲାର ୨୩୯ଟି ସ୍କୁଲର ରୂପାନ୍ତରିତ…

ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢ଼ିବା ସ୍ୱପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଲାଙ୍ଗିର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ ତାଙ୍କର ନାମଲେଖା ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସମ୍ପର୍କରେ ଜାଣି…