Browsing Tag

cm

୮୧ ଡାକ୍ତରଙ୍କ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ୱାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି। ଓଡିଶା ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌କୁ କଲେ ଅଣ୍ଡାମାଡ଼

ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶ୍ୱର କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପାଇଁ ଏକ ପବିତ୍ର ଦିନ । ହେଲେ ବିକାଶ ସହିପାରୁନାହାନ୍ତି ବିଜେପି ନେତା । କୋଟି ଓଡିଆଙ୍କ ମଉଡ଼ମଣୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର କାର୍ଯ୍ୟରେ ବିଘ୍ନ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ମଙ୍ଗଳବାର ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ । ହ୍ୟାଲିପେଡ୍‌ରେ ପହଞ୍ଚିବା ପରେ ରୋଡ୍‌ ଦେଇ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିଲେ । ଏହା ପରେ ଶ୍ରୀମନ୍ଦିର ପରିକ୍ରମା…

ରାୟଗଡାରେ BSKY ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାୟଗଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି । ଏହାସହ ୮୭୦ କୋଟି ଟଙ୍କାର ୨୦୯ଟି ପ୍ରକଳ୍ପର ଉଦଘାଟନ ଓ…

କୃଷି ଆଇନ ପ୍ରତ୍ୟାହାରକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, କେନ୍ଦ୍ରର ନିଷ୍ପତ୍ତି ସ୍ୱାଗତ ଯୋଗ୍ୟ କହିଲେ ନବୀନ

ଭୁବନେଶ୍ୱର ୧୯/୧୧: ୩ କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ ସରକାରଙ୍କ ନିଷ୍ପତ୍ତି ଅତ୍ୟ ସ୍ୱାଗତ୍ୟ ଯୋଗ୍ୟ । ବିଜେଡି ସର୍ବଦା କୃଷକଙ୍କ ହିତରେ ରହିଛି ଓ ରହିଥିବ । ପୂର୍ବରୁ ବିଜେଡି ସରକାର କୃଷକଙ୍କ ଆନ୍ଦଳୋନକୁ ସମର୍ଥନ କରିଥିଲେ ।…

ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜଗତସିଂହପୁର ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, “ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ…

ହିରାକୁଦ ବିସ୍ଥାପିତଙ୍କ ଦୁଃଖ ହେଲା ଦୁର,୨ ହଜାର ପରିବାରକୁ ମିଳିବ ଘରଡିହ

୭୦ ବର୍ଷ ତଳେ ତିଆରି ହୋଇଥିଲା ହିରାକୁଦ ମାଟିବନ୍ଧ। ଏହି ବନ୍ଧ ପାଇଁ ଉପକୂଳ ଓଡ଼ିଶା ବନ୍ୟା ଦାଉରୁ ସୁରକ୍ଷିତ ହୋଇଥିଲା। କୃଷିକ୍ଷେତକୁ ଜଳସେଚନ ହୋଇପାରିଛି। କିନ୍ତୁ ୭୦ ବର୍ଷ ତଳେ ଏହି ବନ୍ଧ ତିଆରି ପାଇଁ ଅନେକ ଗାଁକୁ ଜଳସମାଧି ନେବାକୁ ପଡିଥିଲା। ସେହି ସବୁ ଗାଁର ବାସିନ୍ଦା ବିସ୍ଥାପିତ…

୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା…

ରାଜ୍ୟରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ସ୍ୱଚ୍ଛ ସହର ଆଓ୍ୱାର୍ଡ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ରାଜ୍ୟରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ସ୍ୱଚ୍ଛା ସହର ଆଓ୍ୱାର୍ଡ ପ୍ରତିଯୋଗିତା । ସ୍ୱଚ୍ଛତାକୁ ନେଇ ରାଜ୍ୟର ସବୁ ଏନ୍ଏସି, ପୌରସଂସ୍ଥା ଓ ସ୍ମାର୍ଟସିଟି ଭିତରେ ହେବ ପ୍ରତିଯୋଗିତା । ଏଥିପାଇଁ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା । ଟ୍ରଫି ଓ ଆର୍ଥିକ…

୨୩୩ଟି ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାମ ଜାରି, ପଞ୍ଚାୟତିରାଜ ଦିବସରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୫ଟି ଓ ମୋ ସ୍କୁଲ ଯୋଜନାର ଅଧୀନରେ ବଦଳୁଛି ସରକାରୀ ବିଦ୍ୟାଳୟର ଚିତ୍ର । ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ବିଦ୍ୟାଳୟଗୁଡିକ ଉନ୍ନତିକରଣ କାର୍ଯ୍ୟ ଚାଲିଛି । ରାଜ୍ୟରେ ପ୍ରଥମେ ଗଞ୍ଜାମ ଜିଲ୍ଲାରେ ଏହାକୁ ପାଇଲଟ୍ ପ୍ରକଳ୍ପ ଭାବେ ୫୦ଟି ବିଦ୍ୟାଳୟ ଉନ୍ନତିକରଣ କାମ…