ମିଶନ ଶକ୍ତି ଗୋଷ୍ଠୀକୁ ବ୍ୟାଙ୍କ ଲିଙ୍କ୍ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ମୁକ୍ତ (MUKTA) ପ୍ରକଳ୍ପର କାର୍ଯ୍ୟକାରିତାକୁ ଶୃଙ୍ଖଳିତ କରିବା ପାଇଁ ମିଶନ ଶକ୍ତି ଗୋଷ୍ଠୀକୁ ବ୍ୟାଙ୍କ ଲିଙ୍କ୍ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ। ମିଶନ ଶକ୍ତି ଗୋଷ୍ଠୀ ପାଇଁ ୫ଲକ୍ଷ ପର୍ଯ୍ୟନ୍ତ ସୁଧମୁକ୍ତ ଋଣ ମାଧ୍ୟମରେ ରାଜ୍ୟ ସରକାର ମହିଳା ଏସଏଚଜିର ସାମାଜିକ-ଅର୍ଥନୈତିକ…