Browsing Tag

College

ଖରା ଛୁଟି ଶେଷ, ଆଜି ଖୋଲୁଛି ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ସରିଲା ୧୧ ଦିନର ଖରା ଛୁଟି । ଆଜି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲୁଛି। ଖରାଛୁଟି ଯୋଗୁଁ ରାଜ୍ୟର ସମସ୍ତ ସ୍କୁଲ, ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ବନ୍ଦ ଥିଲା। ଛୁଟି ଅବଧି ଜୁନ୍ ୧୬ ଯାଏଁ ଥିବାବେଳେ ଆଜିଠୁ ସମସ୍ତ ଶିକ୍ଷାନୁଷ୍ଠାନ…

ୟୁଜି-ପିଜି ନାମଲେଖା ଫି’ ସାମ୍ସରେ ଦାଖଲ ହେବନି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏଣିକି ସ୍ନାତକ (ୟୁଜି) ଓ ସ୍ନାତକୋତ୍ତର (ପିଜି) ନାମଲେଖାରେ ସାମ୍ସରେ ଆଉ ନାମଲେଖା ଫି ଦାଖଲ ହେବନି । ଯେଉଁ କଲେଜରେ ଛାତ୍ରଛାତ୍ରୀଙ୍କ ଚୟନ ହେବ ସେଠାରେ ନାମଲେଖା ସରିବ ପରେ ହିଁ ନାମଲେଖା ଫି’ ଦାଖଲ କରିବେ । ପୂର୍ବବର୍ଷ ଭଳି ଇ-ଆଡମିଶନରେ ଫି…

ବଣାଇ କଲେଜରେ ଅଘଟଣ: ପରୀକ୍ଷା ଦେବାବେଳେ ଟଳି ପଡ଼ିଲେ ଛାତ୍ର

ବଣାଇ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସୁନ୍ଦରଗଡ ଜିଲ୍ଲା ବଣାଇଗଡ ମହାବିଦ୍ୟାଳୟ ରେ ଆଜି ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ବେଳେ ଜଣେ ଛାତ୍ରଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି। +2 ବିଜ୍ଞାନର ଓଡ଼ିଆ ବିଷୟ ପରୀକ୍ଷା ହେଉଥିବା ବେଳେ ଏମଡି ଅରବାଜ ପରୀକ୍ଷା ସାରିବାକୁ ଆଉ ୧୫ ମିନିଟ ବାକି ଥିବାବେଳେ…