ବଢିଲା କମର୍ସିଆଲ ଗ୍ୟାସ ଦର
ବଢିଲା କମର୍ସିଆଲ ଗ୍ୟାସ ଦର । କମର୍ସିଆଲ ଗ୍ୟାସ ଦର ୭ଟଙ୍କା ବୃଦ୍ଧି ହୋଇଛି । ଦିଲ୍ଲୀରେ ୧୯କେଜି ଏଲପିଜି ସିଲିଣ୍ଡର ଦାମ୍ ୧୭୮୦ । ତେବେ ଘରୋଇ ଏଲପିଜି ଗ୍ୟାସ ଦର ଅପରିବର୍ତ୍ତିତ ରହିଛି । ଘରୋଇ ଏଲପିଜି ସିଲିଣ୍ଡର ଦିଲ୍ଲୀରେ ୧୧୦୩ ଟଙ୍କା, କୋଲକାତାରେ ୧୧୨୯, ମୁମ୍ବାଇରେ ୧୧୦୨.୫୦ ରହିଛି…