ରାଜ୍ୟରେ ୨୪ ଘଣ୍ଟାରେ ୧୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଥିବା ଜଣାଯାଇଛି।
ଆଜି…