ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୭ ହଜାର ୬୬୪ ଜଣ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ ହଜାର ୬୬୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୪ ଲକ୍ଷ ୩୯ ହଜାର ୩୨୨ରେ ପହଞ୍ଚିଛି । ସଂକ୍ରମଣ ମାମଲାରେ ସୁବୁଠୁ ଆଗରେ ଥିବା ଖୋର୍ଦ୍ଧା ଜିଲ୍ଲାରୁ ସବୁଠୁ ଅଧିକ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ…