୧୦ ହଜାର ୩୬୮ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୩୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୧୫ କେସ୍ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ୪ ହଜାର ୩୫୩ କେସ୍ ଚିହ୍ନଟ ହୋଇଛି । ସେହିପରି ଭାବରେ ୦ ରୁ…