Browsing Tag

corona positive 2239

ରାଜ୍ୟରେ ଆଜି ପୁଣି ଚିହ୍ନଟ ହେଲେ ୨୨୩୯ କରୋନା ସଂକ୍ରମିତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୨୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୬୪୫୩୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜି ଚିହ୍ନଟ ହୋଇଥିବା…