ରାଜ୍ୟରେ ୩୦୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୩୦୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।…