Browsing Tag

corona positive

ଏବେ ଘର ଘର ବୁଲି ରୋଗୀଙ୍କୁ ଚିହ୍ନଟ

ଭୁବନେଶ୍ଵର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ କୋଭିଡ ସଂକ୍ରମଣ ଧୀରେ ଧୀରେ ବଢ଼ୁଛି। ତେଣୁ ନିଜର ସୁରକ୍ଷା ନିଜେ ନିଅନ୍ତୁ। ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ। ଭିଡ଼ ଜାଗାକୁ ଯାଉଥିଲେ, ମାସ୍କ ପିନ୍ଧନ୍ତୁ। ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ। ତା’ହେଲେ ଆପଣ ସୁରକ୍ଷିତ ରହିବେ ବୋଲି…

ସଂକ୍ରମଣ ବଢୁଛି, ମାସ୍କ ପିନ୍ଧନ୍ତୁ : ବିଜୟ ମହାପାତ୍ର

ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ବଢୁଛି, ମାସ୍କ ପିନ୍ଧନ୍ତୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ ଆହୁରି କହିଛନ୍ତି, ନିଜର ସୁରକ୍ଷା ନିଜେ ନିଅନ୍ତୁ । ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ । ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ । ଜୁନ୍…

କୋଭିଡ୍ ସଂକ୍ରମଣ ବୃଦ୍ଧି : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୧ ପଜିଟିଭ୍

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣିଥରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ…

ଦେଶରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଦିନକରେ ୧୩,୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଉ ୨୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ପରେ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୫, ୨୪, ୮୪୦କୁ ବୃଦ୍ଧି ପାଇଛି । ଏଥିସହ ମୋଟ…

ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୫ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ କେହି…

ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ…

କରୋନା : ରାଜ୍ୟରେ ୧୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍ରୁ ଥିବାବେଳେ ୮ ଲୋକାଲ୍ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା…

କରୋନା ପୁଣି ମୁଣ୍ଡ ଟେକିଲାଣି

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ବଢ଼ୁଛି ଦୈନିକ କରୋନା ସଂକ୍ରମଣ । ଗତ ଦୁଇ ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ୭ହଜାର ପାର୍‌ କରୁଛି । ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ…

ମାସ୍କ ନ ପିନ୍ଧିଲେ ବିମାନରୁ ଓହ୍ଲାଇବେ ଯାତ୍ରୀ

ନୂଆଦିଲ୍ଲୀ : ଡିଜିସିଏର ନୂଆ ଗାଇଡଲାଇନ। ବିମାନ ଯାତ୍ରା ସମୟରେ ମାସ୍କ ପିନ୍ଧିବା ହେଲା ବାଧ୍ୟତାମୂଳକ। ଯାତ୍ରୀ ମାସ୍କ ପିନ୍ଧି ନଥିଲେ ଉଡାଣ ପୂର୍ବରୁ ତାଙ୍କୁ ବିମାନରୁ ଓହ୍ଲାଇ ଦିଆଯିବ। କିଛି ଦିନ ହେବ ଦେଶରେ ପୁଣି କୋରୋନା ସଂକ୍ରମଣ ବଢୁଥିବାରୁ ବୁଧବାର ବେସାମରିକ ବିମାନ ଚଳାଚଳ…

ଛାତ୍ରାବାସରେ ଚିହ୍ନଟ ହେଲେ ୧୩ ପଜିଟିଭ

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ସଂକ୍ରମଣର ଗ୍ରାଫ ପୁଣି ଥରେ ଉପର ମୁହାଁ ହୋଇଥିବା ବେଳେ ଆମ ରାଜ୍ୟରେ ବି ଦେଖାଦେଲାଣି କରୋନା ଭୟ। କଟକର ଏକ ଶିକ୍ଷାନୁଷ୍ଠାନରେ ଫୁଟିଛି କରୋନା ବୋମା। କଟକ ୫୯ ନଂ ୱାର୍ଡ ବମ୍ଫକୁଦଠାରେ ଥିବା ଏକ ଘରୋଇ କଲେଜ ଛାତ୍ରାବାସରେ ୧୩ ଛାତ୍ର କରୋନା ପଜିଟିଭ…