Browsing Tag

corona

ରାଜ୍ୟରେ ୭ କୋଟି ମୁହାଁ କରୋନା ଟିକାକରଣ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ୭ କୋଟି ମୁହାଁ ହୋଇଛି । ବର୍ତ୍ତମାନ ସୁଦ୍ଧା ୨୪ ପ୍ରତିଶତ ପ୍ରତିଷେଧାତ୍ମକ ପାନ ନେଇଛନ୍ତି। ସଂକ୍ରମଣ ଭୟ କମିଥିବାରୁ ବହୁ ଲୋକ ପ୍ରତିଷେଧାତ୍ମକ ପାନ ପ୍ରତି ଆଗ୍ରହ ପ୍ରକାଶ କରୁନାହାନ୍ତି। ପରିବାର କଲ୍ୟାଣ ବିଭାଗ ନିର୍ଦେଶକ…

କୋଭିଡ୍ ସଂକ୍ରମଣ ବୃଦ୍ଧି : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୧ ପଜିଟିଭ୍

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣିଥରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ…

ଦେଶରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଦିନକରେ ୧୩,୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଉ ୨୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ପରେ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୫, ୨୪, ୮୪୦କୁ ବୃଦ୍ଧି ପାଇଛି । ଏଥିସହ ମୋଟ…

ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୫ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ କେହି…

ଦିଲ୍ଲୀରେ ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦିଲ୍ଲୀରେ କୋଭିଡ ସଂକ୍ରମଣ ପୁଣି ଥରେ ବଢ଼ିଛି । ବିଗତ ଏକ ସପ୍ତାହ ମଧ୍ୟରେ ସଂକ୍ରମଣ ବଢ଼ିବା ସହିତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିଛି । ବିଗତ ୧୩ ଦିନରେ ୩୪ ଜଣ ରୋଗୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେହିପରି ୯ ଦିନ…

ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ…

କରୋନା : ରାଜ୍ୟରେ ୧୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍ରୁ ଥିବାବେଳେ ୮ ଲୋକାଲ୍ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା…

ଟି-୨୦ ମ୍ୟାଚ: ମାସ୍କ ନ ପିନ୍ଧିଲେ ଷ୍ଟାଡିୟମ ଭିତରକୁ ପ୍ରବେଶ ମନା

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆସନ୍ତାକାଲି ବାରବାଟୀରେ ଅନୁଷ୍ଠିତ ହେବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ । ଏଥିପାଇଁ କ୍ରିକେଟପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ତେବେ ଏହି ମ୍ୟାଚ ସମୟରେ ଯେପରି କୌଣସି ବ୍ୟତିକ୍ରମ ଦେଖାନଯାଏ ସେଥିପ୍ରତି ଗୁରୁତ୍ୱ ଦେଇଛନ୍ତି…

କରୋନା ପୁଣି ମୁଣ୍ଡ ଟେକିଲାଣି

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ବଢ଼ୁଛି ଦୈନିକ କରୋନା ସଂକ୍ରମଣ । ଗତ ଦୁଇ ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ୭ହଜାର ପାର୍‌ କରୁଛି । ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ…

ଛାତ୍ରାବାସରେ ଚିହ୍ନଟ ହେଲେ ୧୩ ପଜିଟିଭ

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ସଂକ୍ରମଣର ଗ୍ରାଫ ପୁଣି ଥରେ ଉପର ମୁହାଁ ହୋଇଥିବା ବେଳେ ଆମ ରାଜ୍ୟରେ ବି ଦେଖାଦେଲାଣି କରୋନା ଭୟ। କଟକର ଏକ ଶିକ୍ଷାନୁଷ୍ଠାନରେ ଫୁଟିଛି କରୋନା ବୋମା। କଟକ ୫୯ ନଂ ୱାର୍ଡ ବମ୍ଫକୁଦଠାରେ ଥିବା ଏକ ଘରୋଇ କଲେଜ ଛାତ୍ରାବାସରେ ୧୩ ଛାତ୍ର କରୋନା ପଜିଟିଭ…