କୋଭିଡ୍ ସଂକ୍ରମଣ ବୃଦ୍ଧି : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୧ ପଜିଟିଭ୍
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣିଥରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ…