କୋଭିଡ ପରିସ୍ଥିତିରେ ଭାରତର ଭୂମିକା ଅତୁଳନୀୟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋଭିଡ-୧୯ର ବିଭୀଷିକା ପୃଥିବୀରେ ଅନେକ କିଛି ପରିବର୍ତନ ଆଣିଛି ମାତ୍ର ଏହି ସମୟରେ ଭାରତର ଆନ୍ତର୍ଜାତିକ ଭୂମିକା ନିଶ୍ଚିତ ଭାବେ ପ୍ରଶଂସନୀୟ ବୋଲି ପୋଲାଣ୍ଡରେ ଅବସ୍ଥାପିତ ଭାରତର ପୂର୍ବତନ ରାଷ୍ଟ୍ରଦୂତ ଡକ୍ଟର ଦୀପକ ଭୋରା କହିଛନ୍ତି ।
କୋଭିଡ୍ର ଆକ୍ରମଣ ଫଳରେ…