Browsing Tag

cricket match

ବାରବାଟୀରେ ଅଗ୍ନି ନିରାପତ୍ତା ତଥ୍ୟ ମାଗିଲେ ଓଏଚଆରସି

ଭୁବନେଶ୍ୱର : ଜୁନ୍ ୧୨ ତାରିଖରେ ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ୍ ମ୍ୟାଚ୍ । ବାରବାଟୀରେ ୪୪ହଜାର ଲୋକ ବସିବାକୁ ସିଟ୍ ଥିବାବେଳେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ । ମାନବାଧିକାର କର୍ମୀଙ୍କ ପକ୍ଷରୁ ଏଭଳି ଅଭିଯୋଗ ଆଣି ପିଟିସନ୍ ଦିଆଯିବା ପରେ…

ଆଜି ଭାରତ-ଶ୍ରୀଲଙ୍କା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି-୨୦

ଓଡିଶା ଫାଷ୍ଟ(ବ୍ୟୁରୋ): ପୁନେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମରେ ଆଜି ସନ୍ଧ୍ୟାରେ ଖେଳାଯିବ ଭାରତ-ଶ୍ରୀଲଙ୍କା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି-୨୦ । ପୁନେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ ଠାରେ ସନ୍ଧ୍ୟା ୭ଟାରେ ଖେଳାଯିବ ଏହି ହାଇଭୋଲଟେଜ୍ ମ୍ୟାଚ୍ । ୩ଟିକିଆ…