Browsing Tag

Critical Care Nursing update 2022 training at SUM Hospital

ସମ୍ ହସ୍ପିଟାଲ୍‌ରେ ଗୁରୁତର ରୋଗୀଙ୍କ ଚିକିତ୍ସା ନିମନ୍ତେ ନର୍ସମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗୁରୁତର ଥିବା ରୋଗୀମାନଙ୍କୁ ଉପଯୁକ୍ତ ଚିକିତ୍ସା, ସେବା ଏବଂ ଯତ୍ନ ପ୍ରଦାନ କ୍ଷେତ୍ରରେ ନର୍ସମାନଙ୍କୁ ଅଧିକ ପ୍ରଶିକ୍ଷିତ କରିବାର ଲକ୍ଷ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଶନିବାର ଏକ ପ୍ରଶିକ୍ଷଣ…