ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଚଳିତ ପାର୍ବଣ ଋତୁରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ…
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ):ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ…