Browsing Tag

cyclone

ଦୁର୍ବଳ ହେଲା ବାତ୍ୟା ଅସାନି: ଓଡ଼ିଶାରେ ପଡିନି ବିଶେଷ ପ୍ରଭାବ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦୁର୍ବଳ ହେଲା ବାତ୍ୟା ଅସାନି । ଆନ୍ଧ୍ର ଉପକୂଳରେ ବାତ୍ୟା ପହଞ୍ଚିବା ସହ ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତରେ ପରିଣତ ହୋଇଛି । ଏବେ ଗଭୀତ ଅବପାତ ମଛଲିପାଟ୍ଟନମରୁ ୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି । ଆନ୍ଧ୍ର ଉପକୂଳର ମଛଲିପାଟନମ୍ ଓ ନରସପୁର…

‘ଅସାନି’ ପ୍ରଭାବରେ ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ମାଲକାନଗିରିରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ନେଇ ଘୋଷଣା କରିଛନ୍ତି ମାଲକାନଗିରିର ଜିଲ୍ଲାପାଳ। ବାତ୍ୟା "ଅସାନି" ଏବେ ଏହା ଆନ୍ଧ୍ର ଉପକୂଳ ମୁହାଁ ବର୍ତ୍ତମାନ ଏହା ଗୋପାଳପୁରଠୁ ଦକ୍ଷିଣ ଏବଂ ଦକ୍ଷିଣ-ପଶ୍ଚିମ…

ଦୁର୍ବଳ ହେଲା ‘ଅସାନି’, ବାତ୍ୟାରେ ପରିଣତ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆନ୍ଧ୍ର ଉପକୂଳ ମୁହାଁ ହେଉଛି ବାତ୍ୟା ଅସାନି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ଆଜି ଉପକୂଳ ଓଡ଼ିଶା କିଛି ଜିଲ୍ଲାରେ ବର୍ଷା ହେଉଛି । ଆଜି ପାଇଁ ୮ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା…

କାକିନାଡ଼ା ପାଖାପାଖି ସ୍ଥଳଭାଗ ଛୁଇଁପାରେ ବାତ୍ୟା ଅସାନି!

ଭୁବନେଶ୍ୱର : ସ୍ଥଳଭାଗ ମୁହାଁ ବାତ୍ୟା ଅସାନି। କାକିନାଡ଼ା ପାଖାପାଖି ସ୍ଥଳଭାଗ ଛୁଇଁପାରେ ବାତ୍ୟା। ସ୍ଥଳଭାଗ ଛୁଇଁବା ପରେ ପୁଣି ସମୁଦ୍ରକୁ ରିକର୍ଭ କରିପାରେ। ବାତ୍ୟା ଅସାନିକୁ ନେଇ ଏମିତି କିଛି ଆକଳନ କରିଛି ପାଣିପାଗ ବିଭାଗ। ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ 630 କିମି ଦୂରରେ…

ଦୃଶ୍ୟମାନ ହେଲା ‘ଅସାନି’ ଆଖି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦୃଶ୍ୟମାନ ହେଲା ଭୀଷଣ ବାତ୍ୟା ‘ଅସାନି’ର ଆଖି । ଆଜି ସକାଳ ୯ଟାରେ ମଛଲୀପାଟନମ ଡପଲର ରାଡାରରେ ଠାବ ହୋଇଛି ‘ଅସାନି’ର ଆଖି। ଏବେ ‘ଅସାନି’ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୪୯୦ କିମି ଓ ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦ କିମି…

ଭୀଷଣ ହେଉଛି ବାତ୍ୟା ‘ଅସାନି’

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ଭୀଷଣ ହେଉଛି ବାତ୍ୟା । ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ଅସାନି । ଗୋପାଳପୁରଠାରୁ ୫୧୦, ପୁରୀରୁ ୫୯୦ କିଲୋମିଟର ଦୂରରେ ରହିଛି । ଗଞ୍ଜାମ, ଗଜପତି ଓ ପୁରୀରେ ବର୍ଷା ଆରମ୍ଭ ହୋଇଯାଇଛି । ସେହିପରି ଆସନ୍ତାକାଲି…

ପୁରୀଠାରୁ ୭୪୦ କିଲୋମିଟର ଦୂରରେ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬…

ଓଡ଼ିଶାକୁ ବାତ୍ୟା ବିପଦ ନାହିଁ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଅସାନି। ଗଭୀର ଅବପାତ ଏବେ ବାତ୍ୟାର ରୂପ ନେଇଛି । ଏହା ଏବେ ପୁରୀରୁ ୧୦୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ସମୁଦ୍ରରେ ପଳାଇବ। ଓଡ଼ିଶାକୁ ବିପଦ…

ଆଶ୍ଵସ୍ତି: ସ୍ଥଳଭାଗ ଛୁଇଁନପାରେ ବାତ୍ୟା

ଭୁବନେଶ୍ବର : ଓଡିଶା ଛୁଇଁ ନପାରେ ବାତ୍ୟା । ଓଡିଶା ଉପକୂଳରେ ସେଭଳି ପ୍ରଭାବ ପକାଇ ନପାରେ ବାତ୍ୟା । IMDର ବରିଷ୍ଠ ବୈଜ୍ଞାନିକ ଆର.କେ ଜେନାମଣି ଏନେଇ ସୂଚନା ଦେଇଛନ୍ତି । 6 ଘଣ୍ଟାରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ଅବପାତ ରୂପ ନେବ । 10 ଓ 11 ତାରିଖରେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା…