ବାତ୍ୟା ଆଶଙ୍କାକୁ ନେଇ ୭ ଜିଲ୍ଲାକୁ ସତର୍କ ସୂଚନା
ଵଙ୍ଗୋପସାଗରରେ ଆଗକୁ ବଢୁଛି ସକ୍ରିୟ ସୁଦୃଶ୍ୟ ଲଘୁଚାପ । ଆଜି ସୃଷ୍ଟି ହୋଇଛି ୱେଲ ମାର୍କଡ ଲୋ ପ୍ରେସର । ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଆଗକୁ ବଢୁଛି । ଆହୁରି ଘନୀଭୂତ ହେବ ସୁଦୃଶ୍ୟ ଲଘୁଚାପ । କାଲି ସୁଦ୍ଧା ଅବପାତ ସୃଷ୍ଟି ହେବା…