Browsing Tag

Cyclone midhili

ବଙ୍ଗୋପସାଗରେ ସୃଷ୍ଟି ହେଲା ବାତ୍ୟା ‘ମିଧିଲି’, ଓଡିଶାକୁ ନାହିଁ ଭୟ

ବଙ୍ଗୋପସାଗରେ ସୃଷ୍ଟି ହେଲା ବାତ୍ୟା । ବାତ୍ୟାର ନାଁ ରଖାଯାଇଛି 'ମିଧିଲି' । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା 'ମିଧିଲି' ସୃଷ୍ଟି ହୋଇଛି । ଓଡ଼ିଶା ଉପରେ ବାତ୍ୟାର କୌଣସି ସିଧାସଳଖ ପ୍ରଭାବ ପଡ଼ିବ ନାହିଁ । ଏହା ଉତ୍ତର-ଉତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିଲୋମିଟର ବେଗରେ ଗତି କରୁଛି ।…