ବାଂଲାଦେଶ, ମିଆଁମାର ଉପକୂଳ ଛୁଇଁବ ବାତ୍ୟା !
ପୂର୍ବାନୁମାନ ଅନୁସାରେ ଆଜି ସମୁଦ୍ରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । କାଲି ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି । ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ସହ ୧୨ ତାରିଖରେ ବାତ୍ୟାର ଗତିପଥ ପରିବର୍ତ୍ତନ ହେବ । ବାତ୍ୟାର ଗତିପଥ ବଦଳି ବାଂଲାଦେଶ,…