Browsing Tag

Cyclone updates

୩ ତାରିଖ ସୁଦ୍ଧା ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ମୁହାଁଇବ

ଅବପାତର ରୂପ ନେଲା ଓ୍ବେଲମାର୍କ ଲୋ ପ୍ରେସର। ଏବେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ତୀବ୍ର ଅବପାତ ଏବଂ ପରେ ବାତ୍ୟାର ରୂପ ନେବ। ୩ ତାରିଖ ସୁଦ୍ଧା ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ମୁହାଁ ହେବ। ୪ ଡିସେମ୍ବର ଭୋର୍ ସମୟରେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଆନ୍ଧ୍ର-ତାମିଲନାଡୁ…

୩ ତାରିଖ ବେଳକୁ ବାତ୍ୟା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ଅବପାତ, ୩ ତାରିଖ ବେଳକୁ ବାତ୍ୟା ସମ୍ଭାବନା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ସୁଦୃଶ୍ୟ ଲଘୁଚାପ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବ । ପରବର୍ତ୍ତୀ ସମୟରେ ଗତି ଓ ଦିଗ ବଜାୟ ରଖିବା ସହ ଦକ୍ଷିଣ…

ଏହି ୭ ଜିଲ୍ଲାକୁ ବାତ୍ୟା ଭୟ

ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ । ଏହି ୭ ଜିଲ୍ଲାକୁ ରହିଛି ବାତ୍ୟା ଭୟ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଅଣ୍ଡାମାନ ସାଗର ନିକଟରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଆଜି ଅବପାତର ରୂପ…

ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ନେବ ରୂପ, ଓଡିଶାରେ ପଡ଼ିବନି ପ୍ରଭାବ

ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ବାତ୍ୟାର ରୂପ ନେବ । ଏନେଇ ସୂଚନା ଦେଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଓଡ଼ିଶାରେ ସେପରି କିଛି ପ୍ରଭାବ ପଡ଼ିବ ନାହିଁ । ଉତ୍ତର ଓଡ଼ିଶା ଉପକୂଳରେ କେବଳ ହାଲୁକା ବର୍ଷା ହେବ । ଜଗତସିଂହପୁର ଓ ବାଲେଶ୍ୱରର କିଛି ସ୍ଥାନରେ ବର୍ଷା ଅଧିକ ହୋଇପାରେ । ଉପକୂଳ…

ପୁଣିଥରେ ଦାନା ବାନ୍ଧିଲାଣି ବାତ୍ୟା

ଆରବ ସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାରେ ପରିଣତ ସମ୍ଭାବନା। ସୃଷ୍ଟି ହୋଇଥିବା ଲଘୁଚାପଟି ଆଜି ସକାଳେ ଅବପାତର ରୂପ ନେଇଛି। କାଳକ୍ରମେ ଏହା ଘନୀଭୂତ ହୋଇ ୨୪ ଘଣ୍ଟାରେ ବାତ୍ୟା ରୂପ ନେବ। ବାତ୍ୟା ରୂପ ନେଇ ଉତ୍ତର ଦିଗକୁ ଗତି କରିବା ସମ୍ଭାବନା ରହିଛି। ତେବେ ବାତ୍ୟାଟି କେଉଁଠି ସ୍ଥଳଭାଗ ଛୁଇଁବ,…

ବାତ୍ୟା ‘ମୋକା’ ଓଡ଼ିଶାରେ ବଢାଇବ ତାତି

ଭୀଷଣ ବାତ୍ୟା 'ମୋକା' ଯାହାକି ଶନିବାର ଦକ୍ଷିଣ ପୂର୍ବ ପାରାଦ୍ୱୀପ ଠାରୁ ୫୯୦ କିମି ଦୂରରେ ରହିଥିଲା ତାହା ଏବେ ଉତ୍ତର ପୂର୍ବ ଦିଗରେ ବାଂଲାଦେଶ ଆଡକୁ ମୁହାଁଇବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା, ୧୪ରେ ଛୁଇଁବ ଉପକୂଳ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ 'ମୋକା' ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତିା ପରବର୍ତ୍ତି ସମୟରେ…

ବାତ୍ୟାର ଗତିପଥ କେଉଁଆଡ଼େ ଯିବ, ତାହା ସ୍ପଷ୍ଟ ହୋଇନି

ମେ' ୯ ତାରିଖରେ ବାତ୍ୟା ସମ୍ଭାବନା ଥିବାରୁ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। କିନ୍ତୁ ବର୍ତ୍ତମାନ ସୁଦ୍ଧା ବାତ୍ୟାର ଗତିପଥ କେଉଁଆଡ଼େ ଯିବ ତାହା ସ୍ପଷ୍ଟ ହୋଇନଥିବା ଶୁକ୍ରବାର ଦିନ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ…

ସମ୍ଭାବ୍ୟ ବାତ୍ୟା ‘ମୋଚା’କୁ ନେଇ ଏଭଳି ବଡ ଅପଡେଟ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଦେଖାଦେଇଥିବା ଘୂର୍ଣ୍ଣିବଳୟ ମେ' ୭ ତାରିଖରେ ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ଏପରି ଆକଳନ କରିଛି ପାଣିପାଗ ବିଭାଗ । ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ମେ' ୬ ତାରିଖରେ ଅଧିକ ଘନିଭୂତ ହେବ । ୭ ତାରିଖରେ…

ବଢ଼ିଲା ବାତ୍ୟା ସମ୍ଭାବନା, ୭ରେ ଲଘୁଚାପ !

ବଙ୍ଗୋପସାଗରରେ ବାତ୍ୟା ନେଇ ବଢିଲା ସମ୍ଭାବନା ! ୬ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୭ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ । ୮ରେ ନେଇପାରେ ଅବପାତର ରୂପ । କ୍ରମେ ଏହା ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି । ୯ତାରିଖରେ…