Browsing Tag

cyclone

ଦାନା ବାନ୍ଧୁଛି ବାତ୍ୟା : ୪ରେ ଘୂର୍ଣ୍ଣିବଳୟ, ୫ରେ ଲଘୁଚାପ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନସାଗର ଏବଂ ଆଖପାଖ ଅଞ୍ଚଳରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତା ମେ' ୪ ତାରିଖ ବେଳକୁ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର…

ଆସୁଛି ବାତ୍ୟା ‘ଆସାନି’! ; ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭାରତ ମହାସାଗର ଓ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ମିଳିଛି। ଲଘୁଚାପ ହେବାପରେ ଏହା ବାତ୍ୟାର ରୂପ ନେଇପାରେ। ତେବେ ଆସନ୍ତା ମାର୍ଚ୍ଚ ୨୦ରେ ବ୍ୟାତ୍ୟା ନେଇ ଚିତ୍ର…

ଯେତେ ପାଖଉଛି ‘ଜୱାଦ’, ସେତେ ଛେଚୁଛି ବର୍ଷା..

ସମୁଦ୍ର ଭିତରେ ଗଭୀର ଅବପାତର ରୂପ ଧାରଣ କରିଛି ସାମୁଦ୍ରିକ ଝଡ଼ ଜୱାଦ । ଯେତେ ନୀକଟବର୍ତ୍ତୀ ହେଉଛି, ସେତେ ଉପକୂଳରେ ବର୍ଷାର ପ୍ରଭାବ ବଢିବାରେ ଲାଗିଛି । ଶଷନିବାର ଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଛି। ଖଲ୍ଲିକୋଟରେ ସର୍ବାଧିକ…

ସମ୍ଭାବ୍ୟ ବାତ୍ୟାକୁ ନେଇ କର୍ମଚାରୀଙ୍କ ଛୁଟି ବାତିଲ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ଖୋର୍ଦ୍ଧା: ସମ୍ଭାବ୍ୟ ବାତ୍ୟା ଜୱାଦର ସ୍ପଷ୍ଟ ଚିତ୍ର ବର୍ତ୍ତମାନ ପର୍ଯ୍ୟନ୍ତ ଆସିନାହିଁ । ପାଣିପାଗ ବିଭାଗ ପକ୍ଷରୁ ଯାହା ଜଣା ପଡୁଛି, ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ଗତିବିଧି ସ୍ପଷ୍ଟ ହୋଇପାରେ। ଜୱାଦର ମୁକାବିଲା ଲାଗି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ…

ଆସୁଛି ବାତ୍ୟା ‘ଜଓ୍ୱାଦ’: ୪ ଜିଲ୍ଲାକୁ ୟେଲୋ ଓ ୧୧ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି

ବାତ୍ୟା ‘ଜଓ୍ୱାଦ’ ଆସନ୍ତା ୪ତାରିଖରେ ଲ୍ୟାଣ୍ଡଫଲ କରିବ । ଗତକାଲି ଦକ୍ଷିଣ ଥାଇଲାଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଘନିଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତାକାଲି ଅବପାତରେ ପରିଣତ ହେବ ବାତ୍ୟା ‘ଜଓ୍ୱାଦ’। ୩ ତାରିଖରେ ବାତ୍ୟା ରୂପ…

ଆସୁଛି ବାତ୍ୟା ‘ଜଓ୍ୱାଦ’: ୪ତାରିଖରେ ଓଡ଼ିଶା ଉପକୂଳ ଛୁଇଁବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ) : ଆସୁଛି ବାତ୍ୟା ‘ଜଓ୍ୱାଦ’ । ଏନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ୧୨ ଘଣ୍ଟାରେ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ୨ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେବ । ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବ । ୩ ତାରିଖରୁ ଉପକୂଳରେ ହେବ ବର୍ଷା ।…

ମହେନ୍ଦ୍ର ତନୟା ନଦୀ ପାର୍‌ ହେବା ବେଳେ ଭାସିଗଲେ ଯୁବକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନଦୀ ପାର୍‌ ହେବାବେଳେ ଭାସିଗଲେ ଯୁବକ। ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ସଇଲଡା ଗାଁରେ ଏହି ଅଘଟଣ ଘଟିଛି। ନିଖୋଜ ଯୁବକ ସଇଲଡା ଗାଁର ଜି.ରାମୁ। ଗତକାଲି ସେ ମହେନ୍ଦ୍ର ତନୟା ନଦୀ ପାର୍‌ ହେଉଥିବାବେଳେ ପାଣି ସ୍ରୋତରେ ଭାସି ଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଓ…

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା : ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ସର୍ବାଧିକ ଗୁରୁତ୍ବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ…

ବାତ୍ୟା ‘ୟାସ’ ପ୍ରଭାବିତ ଅଞ୍ଚଳର କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

(ଓଡ଼ିଶାଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସଂପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ୪ ଦିଗ ଉପରେ ବିଶେଷ ଧ୍ୟାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ମୁଖ୍ୟ ଶାସନ ସଚିବ, ସ୍ଵତନ୍ତ୍ର ରିଲିଫ କମିଶନର ଓ ୧୪ଟି ଜିଲ୍ଲାର ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେପଟେ ସମ୍ଭାବ୍ୟ…