ଘରୁ ବାହାରିବା ପୂର୍ବରୁ ଦହି- ଚିନି କାହିଁକି ଖାଇବା ଜାଣନ୍ତୁ…
ଶୁଭ କାମରେ ଯିବା ପୂର୍ବରୁ ଆମେ ମିଠା ଦହି ଖାଇଥାଉ | ବହୁ ପୁରାତନ କାଳରରୁ ଏହି ପରମ୍ପରା ଚାଲି ଆସୁଛି | ମିଠା ଦହି ଖାଇ ଘରୁ ବାହାରିଲେ ସବୁ କାମ ସଫଳ ହୁଏ ବୋଲି ବିଶ୍ୱାସ ରହିଛି | ତେବେ ଏହି ପରମ୍ପରା ପଛରେ ମଧ୍ୟ ବୈଜ୍ଞାନିକ କାରଣ ରହିଛି | ଦହି ସ୍ୱାସ୍ଥ୍ୟ ପାଖେ ମଧ୍ୟ ହିତକାରକ…