ଆସିଲା ମହାପ୍ରଭୁଙ୍କର ଆଜ୍ଞାମାଳ, ଦକ୍ଷିଣ ମୋଡ ନେବେ ୩ ରଥ
ଜନ୍ମଦେବୀ ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ବାହୁଡାଯାତ୍ରା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥର ଦକ୍ଷିଣମୋଡ କରାଯାଇଛି। ଏଥିପାଇଁ ମହାପ୍ରଭୁଙ୍କର ଆଜ୍ଞାମାଳ ଆସିଛି । ରଥ ଦକ୍ଷିଣ ମୋଡ…