ଝିଅ ନମିତା, ଅଟଳଙ୍କୁ ଦେଲେ ମୁଖାଗ୍ନି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଙ୍କ ବିୟୋଗରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି । ସାତଟି ରାଜ୍ୟରେ ଆଜି ସମସ୍ତ ସ୍କୁଲ, କଲେଜ ଓ ସରକାରୀ କାର୍ଯ୍ୟାଳୟରେ ଛୁଟି ଘୋଷଣା କରାଯାଇଥିଲା । ସେହିପରି ୭ ଦିନ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ଖାଲି…