Browsing Tag

Death in latrine tank

ପାଇଖାନା ଟାଙ୍କି ନେଲା ୫ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୫ ଜଣଙ୍କ ମୃତ୍ୟୁ ହୋଇଯାଇଛି । ଏହିପରି ଦୁଃଖଦ ଘଟଣା ରାୟଗଡ଼ା ଜିଲ୍ଲାର ବିଷମକଟକ ଠାରେ ଘଟିଯାଇଛି । ଏହିଘଟଣାରେ ମୁଖ୍ୟମନ୍ତ୍ରୀ ଦୁଖପ୍ରକାଶ କରିବା ସହ ମୃତକଙ୍କ ଶୋକସନ୍ତପ୍ତ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ…