ପାରାଦୀପରେ ରୁଷୀୟ ନାଗରିକଙ୍କ ମୃତ୍ୟୁ ଘଟଣା; ବ୍ୟବଚ୍ଛେଦ ରିପୋର୍ଟରୁ ମିଳିଲା ଏଭଳି ସାଙ୍ଘାତିକ ତଥ୍ୟ
ଜଗତ୍ସିଂହପୁର ଜିଲା ପାରାଦୀପ ବନ୍ଦର ଆଙ୍କରେଜ ଏରିଆରେ ଥିବା ଏମ.ଭି. ଅଲ୍ଦନାହ ଜାହାଜରେ ମଙ୍ଗଳବାର ଭୋରରୁ ଜଣେ ରୁଷୀୟ ନାଗରିକ ତଥା ଜାହାଜର ମୁଖ୍ୟଯନ୍ତ୍ରୀ ମିଲିୟାକୁଭ୍ ସର୍ଗେଙ୍କ ଅସ୍ବାଭାବିକ ମୃତ୍ୟୁ ହୋଇଥିଲା। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଶବ ବ୍ୟବଚ୍ଛେଦରୁ ଜଣାପଡ଼ିଛି।…