Browsing Tag

Decrease Commercial LPG Gas Price

କମିଲା କମର୍ସିଆଲ ଏଲପିଜି ଗ୍ୟାସର ଦାମ୍

ମହଙ୍ଗାରୁ କିଛିଟା ଆଶ୍ୱସ୍ତି ମିଳିଛି। ତୈଳ କମ୍ପାନୀଗୁଡିକ କମିର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟରେ ସଂଶୋଧନ କରିଛନ୍ତି । ଆଜିଠାରୁ ୧୯ କେଜି କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୩୧ ଟଙ୍କା ହ୍ରାସ ପାଇଛି । ଦିଲ୍ଲୀରେ ଏବେ ଏହି ସିଲିଣ୍ଡର ୧୬୭୬ ପରିବର୍ତ୍ତେ ୧୬୪୬ ଟଙ୍କାରେ…